[10]. ଓଡିଆ ସୁସମାଚାର ଗୀତ- "ଜୀବିତା ପ୍ରଭାସ"(Jeebita Prabhu) - (ଅନୀତା ଏରିକଙ୍କ ଦ୍ୱାରା ଲିଖିତ-ରଚନା).mp4
[10]. Oriya Gospel Song-"Jeebita Prabhu"-(Written-composed by Anita
Eric).mp4 //ଯୋହନଲିଖିତ ସୁସମାଚା...
5 Minuten
Podcast
Podcaster
INDIAN MOST POPULAR LANGUAGES BY NUMBER(FROM No.1 TO No.12) / ===“Good News for All People”, "Words of Light", and "Songs og Life" // संख्या से सर्वाधिक बोली जाने वाली भाषाओं (१-१२) भारत में - ==="सभी लोगों के लिए अच्छी खबर", "प्रकाश के शब्द", और "जीव...
Beschreibung
vor 9 Jahren
[10]. Oriya Gospel Song-"Jeebita Prabhu"-(Written-composed by
Anita Eric).mp4 //
ଯୋହନଲିଖିତ ସୁସମାଚାର - ଅଧ୍ୟାୟ 1
1 ଜଗତ ଆରମ୍ଭର ପୂର୍ବରୁ ବାକ୍ଯ ଥିଲେ। ସହେି
ବାକ୍ଯ ପରମେଶ୍ବରଙ୍କ ସହିତ ଥିଲେ। ସହେି ବାକ୍ଯ ପରମେଶ୍ବର ଥିଲେ।
2 ସହେି ବାକ୍ଯ ଆରମ୍ଭରୁ ପରମେଶ୍ବରଙ୍କ ସହିତ
ଥିଲେ।
3 ତାହାଙ୍କ ଦ୍ବାରା ସବୁ କିଛି ସୃଷ୍ଟି ହାଇେଛି। ଏହି
ସଂସାର ରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ବାରା ସୃଷ୍ଟି ହାଇେ
ନାହିଁ।
4 ତାହାଙ୍କଠା ରେ ଜୀବନ ଥିଲା। ସହେି ଜୀବନ ପୃଥିବୀର
ଲୋକମାନଙ୍କ ପାଇଁ ଆଲୋକ ଥିଲା।
5 ସହେି ଆଲୋକ ଅନ୍ଧକାର ରେ ଆଲୋକିତ ହୁଏ। କିନ୍ତୁ
ଅନ୍ଧକାର ଆଲୋକକୁ ଲୋପ କରି ପାରିନାହିଁ।
6 ଯୋହନ ନାମକ ଜଣେ ବ୍ଯକ୍ତି ଥିଲେ। ତାହାଙ୍କୁ ପରମେଶ୍ବର
ପଠାଇଥିଲେ।
7 ସେ ଲୋକମାନଙ୍କୁ ସହେି ଆଲୋକ ବିଷୟ ରେ କହିବା ପାଇଁ
ଆସିଥିଲେ। ତାହାଙ୍କ ମାଧ୍ଯମ ରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟ ରେ
ଶୁଣିପାରିଲେ ଓ ବିଶ୍ବାସ କରିପାରିଲେ।
8 ଯୋହନ ନିଜେ ଆଲୋକ ନଥିଲେ। କିନ୍ତୁ ସେ ଲୋକମାନଙ୍କୁ
ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ।
9 ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ
ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।
10 ସହେି ବାକ୍ଯ ଜଗତ ରେ ଥିଲେ। ତାହାଙ୍କ ଦ୍ବାରା ଏ
ପୃଥିବୀର ସୃଷ୍ଟି ହେଲା, କିନ୍ତୁ ଏହି ଜଗତର ଲୋକମାନେ ତାହାଙ୍କୁ ଚିହ୍ନି
ପାରିଲେ ନାହିଁ।
11 ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର
ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ,
12 ଯେଉଁ ଅଳ୍ପ କେତକେ ଲୋକ ତାହାଙ୍କୁ ଗ୍ରହଣ କଲେ ସମାନେେ
ତାହାଙ୍କ ଉପରେ ବିଶ୍ବାସ କଲେ। ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କଲେ, ସେ
ସମାନଙ୍କେୁ ପରମେଶ୍ବରଙ୍କ ସନ୍ତାନ ହବୋର ଅଧିକାର ପ୍ରଦାନ କଲେ,
13 ସହେି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଜନ୍ମ
ହେଲେ ନାହିଁ। ସମାନେେ ପିତା-ମାତାଙ୍କର ଇଚ୍ଛା କିମ୍ବା ଯୋଜନା ଅନୁସାରେ ଜନ୍ମ
ଗ୍ରହଣ ନକରି ପରମେଶ୍ବରଙ୍କ ଠାରୁ ଜନ୍ମ ହାଇେଥିଲେ।
14 ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ
କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର
ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ
ଥିଲେ।
15 ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟ ରେ କହିଲେ। ସେ
କହିଲେ, "ମୁଁ ଯାହାଙ୍କ ବିଷୟ ରେ କହୁଥିଲି, ସେ ଏହି। ମୁଁ କହିଲି, 'ମାେ ପରେ
ୟିଏ ଆସୁଛନ୍ତି, ସେ ମାେ ଠାରୁ ବହୁତ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ
କରୁଥିଲେ।"'
16 'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ
ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।
17 ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ
ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।
18 ପରମେଶ୍ବରଙ୍କୁ କୌଣସି ଲୋକ କବେେ ଦେଖି ନାହିଁ,
କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁ ହେଉଛନ୍ତି ପରମେଶ୍ବର। ସେ ପରମପିତାଙ୍କର ଅତି
ନିକଟତମ। ପରମେଶ୍ବର କିପରି ଅଟନ୍ତି, ଏହା ପୁତ୍ର ଆମ୍ଭକୁ ଦଖାଇେ ଦଇେଛନ୍ତି।
Weitere Episoden
4 Minuten
vor 9 Jahren
5 Minuten
vor 9 Jahren
3 Minuten
vor 9 Jahren
59 Minuten
vor 9 Jahren
In Podcasts werben
Kommentare (0)