ଓଡିଆ ଖ୍ରୀଷ୍ଟିଆନ ଗୀତ ଏବଂ ଆଦିବାସୀ ନୃତ୍ୟ.mp4

ଓଡିଆ ଖ୍ରୀଷ୍ଟିଆନ ଗୀତ ଏବଂ ଆଦିବାସୀ ନୃତ୍ୟ.mp4

Oriya Christian Song And Tribal Dance.mp4 //ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ - ଅଧ୍ୟାୟ 151&...
5 Minuten
Podcast
Podcaster
INDIAN MOST POPULAR LANGUAGES BY NUMBER(FROM No.1 TO No.12) / ===“Good News for All People”, "Words of Light", and "Songs og Life" // संख्या से सर्वाधिक बोली जाने वाली भाषाओं (१-१२) भारत में - ==="सभी लोगों के लिए अच्छी खबर", "प्रकाश के शब्द", और "जीव...

Beschreibung

vor 9 Jahren

Oriya Christian Song And Tribal Dance.mp4 //
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ - ଅଧ୍ୟାୟ
15


1  ଆମ୍ଭେ ଆମ୍ଭର ବିଶ୍ବାସ ପାଇଁ ବଳବାନ୍ ଅଟୁ।
ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାୟ୍ଯ କରିବା ଉଚିତ ଏବଂ ସମାନଙ୍କେର
ଦୁର୍ବଳତାରୁ ସମାନଙ୍କେୁ ଉଦ୍ଧାର କରିବା। ଆମ୍ଭେ କବଳେ ନିଜକୁ ଖୁସି ରଖିବା
ପାଇଁ ଚେଷ୍ଟା କରିବା ଉଚିତ ନୁହେଁ।
2 ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ
ଚେଷ୍ଟା କରିବା ଉଚିତ। ସମାନଙ୍କେ ବିଶ୍ବାସକୁ ବଳବାନ କରିବା ଓ ବଢାଇବା
ଦୃଷ୍ଟିରୁ ଆମ୍ଭେ ସମାନଙ୍କେ ପାଇଁ କଣ ଭଲ ତାହା ଭାବିବା ଉଚିତ।
3 ଖ୍ରୀଷ୍ଟ ମଧ୍ଯ ନିଜକୁ ସନ୍ତୁଷ୍ଟ କରିବା ପାଇଁ
ଚେଷ୍ଟାକରି ନଥିଲେ। ତାହାଙ୍କ ବିଷୟ ରେ ଶାସ୍ତ୍ର କୁ ହେ: " ଯେଉଁମାନେ ତୁମ୍ଭର
ଅପମାନ କରିଛନ୍ତି, ସମାନେେ ମାରେ ବି ଅପମାନ କରିଛନ୍ତି।"
4 ଶାସ୍ତ୍ର ରେ ଯେଉଁ କଥା ମାନ ଲଖାେ ଅଛି, ସଗେୁଡିକ
ଦ୍ବାରା ଆମ୍ଭର ର୍ଧୈୟ୍ଯ ଓ ଶକ୍ତି ବଢେ ଓ ଆମ୍ଭେ ଭରସା ଲାଭ କରୁ।
5 ର୍ଧୈୟ୍ଯ ଓ ଶକ୍ତି ପରମେଶ୍ବରଙ୍କ ଠାରୁ ପ୍ରାପ୍ତ ହୁଏ।
ମୁଁ ପରମେଶ୍ବରଙ୍କ ଠା ରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ
ମାର୍ଗ ରେ ମିଳିମିଶି ରୁହ।
6 ତା' ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ
ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ବରଙ୍କୁ ମହିମା ପ୍ରଦାନ କରି ପାରିବ।
7 ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ
ତୁମ୍ଭେ ମାନେ ପରସ୍ପରକୁ ଗ୍ରହଣ କର।
8 ଏହି କର୍ମ ପରମେଶ୍ବରଙ୍କୁ ମହିମା ପ୍ରଦାନ କରିବ। ମୁଁ
ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ବର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ
ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ଯ ବୋଲି ପ୍ରମାଣିତ କରିବା
ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସବେକ ହେଲେ।
9 ଅଣଯିହୂଦୀ ଲୋକେ, ପରମେଶ୍ବରଙ୍କ ଦ୍ବାରା
ପ୍ରଦତ୍ତକରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ଯ
ସେ ଏହା କଲେ। ଶାସ୍ତ୍ର କୁ ହେ:
10 ଶାସ୍ତ୍ର ଏ ଭଳି ମଧ୍ଯ କୁ ହେ,
11 ଶାସ୍ତ୍ର ଏ ଭଳି ମଧ୍ଯ କୁ ହେ,
12 ୟିଶାଇୟ ମଧ୍ଯ କୁହନ୍ତି,

Kommentare (0)

Lade Inhalte...

Abonnenten

15
15